PSANDOLAN , EDITOR : SUDHANSHU SEKHAR BARIK  , 7205910688

କାରଖାନାରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ଇନ୍ଦ୍ରଲୋକ ଅଞ୍ଚଳରେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଥିବା ନେଇ ଆଜି ଖବର ମିଳିଛି। ଏକ କାରଖାନାରେ ଭୀଷଣ ଅଗ୍ନିକାଣ୍ଡ ଘଟି ଚାରିପାଖ ଧୂଆଁମୟ ହୋଇ ଯାଇଛି। ଖବର ପାଇ ଦମକଳ କର୍ମଚାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ରହିଛନ୍ତି। ତେବେ ଏଥିରେ ଏଯାଏଁ କେତେ ପରିମାଣରେ କ୍ଷୟକ୍ଷତି ହୋଇଛି ସେନେଇ କୌଣସି ସୂଚନା ମିଳି ନାହିଁ।

21 total views, 3 views today

Leave a Reply

Your email address will not be published. Required fields are marked *