ଆଜି ଅପରାହ୍ନ ରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ପେଥାଇ’ ଓ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଛି । ଓଡ଼ିଶା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
Your email address will not be published. Required fields are marked *
Comment *
Name *
Email *
Website