ପେଥାଇ ଆଣିଲା ମାଛର ଉପହାର । ଏହା ଶୁଣିବାକୁ ଟିକେ ଅଡୁଆ ଲାଗୁଥିଲେ ବି ଏହା ସତ । ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲ୍ଲାର ଅମଲାପୁରମରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଯେଉଁଠାରେ ପେଥାଇ ଦେଇଛି ମେଞ୍ଚା ମେଞ୍ଚା ମାଛ । ତେବେ ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଜୋରସୋରରେ ଭାଇରାଲ ହେବାରେ ଲାଗିଛି
