ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲକ୍ଷ୍ମୀପୁରରେ ପଞ୍ଚୟତସ୍ତରୀୟ ପିଠା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନମଙ୍ଗଳ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଇଥିଲା। ଏଥିରେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍ ଧନଞ୍ଜୟ ରେଡ୍ଡୀ, ଉପାଧ୍ୟକ୍ଷା ଅମିତା ସାହୁ, ବିଡିଓ ସଚ୍ଚିଦାନନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।
