ଭୁବନେଶ୍ୱର : ଓଡିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଗୁଚାପ ସକ୍ରିୟ ହୋଇ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଏବଂ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଲଘୁଚାପ କାରଣରୁ ଆଜି ଆଭ୍ୟନ୍ତରୀଣ ଓଡିଶାର କେତେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି ।
Your email address will not be published. Required fields are marked *
Comment *
Name *
Email *
Website