ନବଜାତ ଶିଶୁର ମୃତଦେହ ଉଦ୍ଧାର

କଳାହାଣ୍ଡି  : ନବଜାତ ଶିଶୁର ମୃତଦେହ ଉଦ୍ଧାର। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପିସିଆର ଭ୍ୟାନ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ଆମ୍ବୁଲାନ୍ସ ଷ୍ଟାଣ୍ଡ ପଛପଟୁ ନବଜାତ ଶିଶୁର ମୃତଦେହ ଉଦ୍ଧାର ହୋଇଛି । ନବଜାତ ଶିଶୁଟିକୁ କେହି କପଡାରେ ଘୋଡାଇ ଫିଙ୍ଗି ଦେଇଥିବା ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ପିସିଆର ଭ୍ୟାନ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *