ଆମ୍ବୁଲାନ୍ସରେ ଲାଗିଲା ନିଆଁ

କେନ୍ଦ୍ରାପଡା : ଆମ୍ବୁଲାନ୍ସରେ ଲାଗିଲା ନିଆଁ । କେନ୍ଦ୍ରପଡା ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ମହିପାଳ ଛକରେ ଘଟିଛି ଏଭଳି ଅଘଟଣ । ରୋଗୀ ଛାଡି ଫେରୁଥିବା ବେଳେ ୧୦୮ ଆମ୍ବୁଲାନ୍ସରେ ନିଆଁ ଲାଗିଯାଇଛି । ବ୍ୟାଟେରୀ ସଟ୍ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଇଛି । ଦୁର୍ଘଟଣା ଫଳରେ ଆମ୍ବୁଲାନ୍ସ ଡ୍ରାଇଭର ସୁରକ୍ଷିତ ଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *