ପୁଣି ଜେଏନ୍‌ୟୁ : ଦିଲ୍ଲୀ ହିଂସା ପଛରେ ହାତ ଥିବା ଜେଏନ୍‌ୟୁର ପୂର୍ବତନ ଛାତ୍ରନେତା ଉମର ଖାଲିଦ୍ ଗିରଫ

 

ଗତ ଫେବୃଆରୀ ମାସରେ ହୋଇଥିବା ଦିଲ୍ଲୀ ହିଂସା ଘଟଣାରେ ଗିରଫ ହେଲେ ଜେଏନୟୁର ପୂର୍ବତନ ଛାତ୍ରନେତା ଉମର ଖାଲିଦ ଗିରଫ ହୋଇଛନ୍ତି। ଦିଲ୍ଲୀ ହିଂସାରେ ଲୋକଙ୍କୁ ଉତ୍ତେଜିତ କରିବା ଓ ଭଙ୍ଗାଭଙ୍ଗି ଘଟଣାରେ ଉମରଙ୍କୁ ଗିରଫ କରାଯାଇଛି। ମାରାଥନ ଜେରା ପରେ ରାତି ଅଧରେ ତାଙ୍କୁ ଗିରଫ କରିଛି ଦିଲ୍ଲୀ ପୁଲିସର ସ୍ବତନ୍ତ୍ର ସେଲ।

Leave a Reply

Your email address will not be published. Required fields are marked *