ସମ୍ବଲପୁର : ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ । ସମ୍ବଲପୁର ଯୁଯୁମୁରା ବ୍ଲକ ଝାଙ୍କରପାଲି ପାଞ୍ଚୟତ ନିର୍ବାହୀ ଅଧିକାରୀ ଅଚ୍ୟୁତ ନନ୍ଦ ଖୁଣ୍ଟିଆ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ତେବେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୩ ଟି ସ୍ଥାନରେ ଚଢାଉ କରାଯାଇଛି । କୁଚିଣ୍ଡା ଏନଏସି ସ୍ଥିତ ଦୁଇ ମହଲା ବାସଭବନ, ନିଜ ପୈତୃକ ଘର ସୁବର୍ଣ୍ଣପାଲି, ଝଙ୍କରପାଲି ସ୍ଥିତ ଅଫିସରେ ଚଢାଉ ଜାରି ରହିଛି ।
