ପୁରୀ : ପୁରୀ ଭିଜିଲାନ୍ସ ଜାଲରେ ଡିଆଇସି ଅଫିସର ସୁପର ଭାଇଜର । ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବିଭାଗର ସୁପର ଭାଇଜର ନାରାୟଣ ପଟ୍ଟନାୟକ । ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ରତ୍ନାକର ସାହୁଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି ।
