ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ । ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି ମହିଳା । ମହିଳା ଜଣକ ହେଲେ କୋଇଲିପାଙ୍ଗି ଅଂଚଳର ସସ୍ମିତା ରାଉତ । ବାରମ୍ବାର ନ୍ୟାୟ ପାଇଁ ପୋଲିସଠୁ ନିରାଶ ହେବା ପରେ ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳା ଜଣଙ୍କ କହିଛନ୍ତି ।

Leave a Reply

Your email address will not be published. Required fields are marked *