ପିପିଲିରେ ନିର୍ବାଚନି ହିଂସା, କଂଗ୍ରେସ ପାର୍ଟି ଅଫିସକୁ ପୋଡିଦେଲେ ଦୁର୍ବୁତ୍ତ

ପିପିଲି : ପିପିଲିରେ ନିର୍ବାଚନି ହିଂସା । ପିପିଲି ଏନ.ଏ.ସି. ୭ ନମ୍ବର ୱାର୍ଡରେ କଂଗ୍ରେସ ପାର୍ଟି ଅଫିସକୁ ପୋଡିଦେଲେ ଦୁର୍ବୁତ୍ତ । ରବିବାର ରାତି ୩ଟା ରେ କଂଗ୍ରେସ ପାର୍ଟି ଅଫିସକୁ କେହି ଦୁର୍ବୁତ୍ତ ପୋଡ଼ି ଦେଇଥିବା ନେଇ ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ଆଣିଛନ୍ତି କଂଗ୍ରେସ ପ୍ରାର୍ଥୀଙ୍କ ଭାଇ । କଂଗ୍ରେସର ଲୋକପ୍ରିୟତାକୁ ସହିନପାରି କେହି ଏଭଳି କାଣ୍ଡ ଘଟାଇଥିବା ସେ ଅଭିଯୋଗ କରିଛନ୍ତି ।

Leave a Reply

Your email address will not be published. Required fields are marked *