ଦ୍ୱିତୀୟ ଭୋଗମଣ୍ଡପ ପରେ ୩ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ : ଆଡପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଦ୍ୱିତୀୟ ଦିନରେ ପହଁଞ୍ଚିଲା ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ । ନିବଦିନାତ୍ମକ ଯାତ୍ରାର ଆଜି ହେଉଛି ଚତୁର୍ଥ ଦିବସ । ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥରେ ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଦ୍ୱିତୀୟ ଭୋଗମଣ୍ଡପ ପରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ପ୍ରାୟ ୩ ଘଣ୍ଟା ପାଇଁ ବନ୍ଦ ରହିବ । ସନ୍ଧ୍ୟା ୬.୩୦ରେ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବ ପାଇଁ ସମୟ ନିର୍ଘଣ୍ଟ ହୋଇଛି ।

Leave a Reply

Your email address will not be published. Required fields are marked *