ସାକ୍ଷର ଭାରତ କର୍ମଚାରୀ ସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦଶନ କରାଯାଇଛି। ୭ଦଫା ଦାବି ପୂରଣ ପାଇଁ ଆନ୍ଦୋଳନ ଜାରି ରହିଛି। ସ୍ଥାୟୀ ନିଯୁକ୍ତି ଦେବା ପାଇଁ ସରକାର ଙ୍କ ନିକଟରେ ଦାବି କରୁଛନ୍ତି।
Your email address will not be published. Required fields are marked *
Comment *
Name *
Email *
Website