କୋଭିଡ ହସ୍‌ପିଟାଲରେ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗର କୁମ୍ଭକର୍ଣ୍ଣ ନିଦ ଭାଙ୍ଗିଲା

ଭୁବନେଶ୍ବର: କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ପରେ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ମଙ୍ଗଳବାର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କରାଯଉଛି। ଏଥିସହ ଅଗ୍ନି ନିର୍ବାପକ ଯନ୍ତ୍ରକୁ କିପରି ବ୍ୟବହାର କରାଯିବ ସେ ନେଇ ମଧ୍ୟ ହସ୍ପିଟାଲ କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦିଆଯାଉଛି। ଏ ନେଇ ଟ୍ୱିନସିଟିର କୋଭିଡ୍ ହସ୍ପିଟାଲରେ ମକ୍ ଡ୍ରିଲ୍ ଚାଲିଛି । ସମ୍, କିମ୍ସ ଓ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲରେ ମକ୍ ଡ୍ରିଲ୍ ଚାଲିଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *