ଚାଲିଗଲା ୭ ଜଣଙ୍କ ଜୀବନ

ବେଙ୍ଗାଲୁରୁ : କର୍ଣ୍ଣାଟକର ବେଙ୍ଗାଲୁରୁରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୭ ଜଣଙ୍କ ଜୀବନ ଚାଲିଯାଇଥିବା ନେଇ ଖବର ମିଳିଛି। କୋରମଙ୍ଗଲା ନିକଟରେ ଦ୍ରୁତ ଗତିରେ ଥିବା ଏକ କାର ଖୁମ୍ବରେ ଧକ୍କା ହୋଇ ୭ ଜଣଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଥିବା ନେଇ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *