ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା

ପାଟଣା :  କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ବଡମସିଣାବିଲା ଗ୍ରାମରେ ଜଣେ ଯୁବକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ହେଲେ ଗ୍ରାମର ଦଶରଥ ବିଶ୍ୱାଳ ବୋଲି ଜଣାପଡିଛି। ତାଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି ଘର ଲୋକ ଉଦ୍ଧାର କରିବା ସହ ଘଟଗାଁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଘଟଗାଁ ଆରକ୍ଷୀ ଶବକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

Leave a Reply

Your email address will not be published. Required fields are marked *