ଭୁବନେଶ୍ୱର: ଆସନ୍ତା ୪ ତାରିଖରୁ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜନ ହେବ ‘ଶିଶିର ସରସ’। ଏହି ମେଳାରେ ୨୪ଟି ରାଜ୍ୟ ସମେତ ଓଡ଼ିଶାର ୩୦ଟି ଜିଲ୍ଲାର ଶିଳ୍ପୀ, କାରିଗର ଓ ସ୍ୱୟଂ ସହାୟକ ଗୋଷ୍ଠୀର କର୍ମକର୍ତ୍ତା ନିଜ ନିଜର ଦ୍ରବ୍ୟ ଆଣି ବିକ୍ରି କରିବେ। ଏଥି ପାଇଁ ପ୍ରାୟ ୩୦୨ ଷ୍ଟଲର ବ୍ୟବସ୍ଥା ହୋଇଛି।
Your email address will not be published. Required fields are marked *
Comment *
Name *
Email *
Website