ଭୁବନେଶ୍ୱର, : ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକଙ୍କୁ ଛୁରା ମାଡ଼ ହୋଇଛି । ଯୁବକଙ୍କ ପେଟରେ ଛୁରି ଭୁସି ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଜଣାପଡ଼ିଛି । ଗୁରତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।