ଚାଲିଗଲା ଯୁବକଙ୍କ ଜୀବନ

ବରଗଡ  : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ । ବରଗଡ଼ ଟାଉନ ଥାନା ଅନ୍ତର୍ଗତ କଳାପାଣି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ହେଲେ ଗୌରଚନ୍ଦ୍ର ଭୁଏ । ସେ ଚାଷଜମିରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ଫଳରେ ତାଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *